ଗଣନା ପୁସ୍ତକ 9:1 - ପବିତ୍ର ବାଇବଲ1 ଅନନ୍ତର ଲୋକମାନେ ମିଶର ଦେଶରୁ ବାହାରି ଆସିବାର ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ମରୁଭୂମିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ, Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ, Viz kapitola |