ଗଣନା ପୁସ୍ତକ 9:15 - ପବିତ୍ର ବାଇବଲ15 ଯେଉଁ ଦିନ ପବିତ୍ର ତମ୍ବୁ ସ୍ଥାପିତ ହେଲା, ସେହି ଦିନ ମେଘ ନିୟମ ତମ୍ବୁ ଆଚ୍ଛାଦନ କଲା। ପୁଣି ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ପବିତ୍ର ତମ୍ବୁ ଉପରେ ଅଗ୍ନିତୁଲ୍ୟ ଦେଖାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟତମ୍ଵୁକୁ ଆଚ୍ଛାଦନ କଲା; ପୁଣି ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା Viz kapitolaଓଡିଆ ବାଇବେଲ15 ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହି ଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟ-ତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା Viz kapitola |