ଗଣନା ପୁସ୍ତକ 9:5 - ପବିତ୍ର ବାଇବଲ5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ସୀନୟ ମରୁଭୂମିରେ ନିସ୍ତାରପର୍ବ ପାଳନ କଲେ, ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ ତଦନୁସାରେ ଇସ୍ରାଏଲର ଲୋକମାନେ ସବୁ କାର୍ଯ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ। Viz kapitolaଓଡିଆ ବାଇବେଲ5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ ସବୁ କର୍ମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ। Viz kapitola |