Online Bible

- Reklamy -




ଓବଦୀୟ 1:13 - ପବିତ୍ର ବାଇବଲ

13 ତୁମ୍ଭେ ଆମ୍ଭ ଲୋକମାନଙ୍କର ନଗରଦ୍ୱାର ଦେଇ ପ୍ରବେଶ କଲ ଏବଂ ଆମ୍ଭ ଲୋକମାନଙ୍କର ସମସ୍ୟାରେ ଉପହାସ କଲ, ଯାହାକି କରିବା ତୁମ୍ଭର ଅନୁଚିତ ଥିଲା। ସେମାନଙ୍କର ଦୁଃଖ ସମୟରେ ତୁମ୍ଭେ ସେମାନଙ୍କର ଧନସମ୍ପଦ ନେଲ, ଯାହାକି କରିବା ତୁମ୍ଭର ଅନୁଚିତ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆମ୍ଭ ଲୋକମାନଙ୍କର ବିପତ୍ତି ଦିନରେ ସେମାନଙ୍କର ନଗର-ଦ୍ଵାରରେ ପ୍ରବେଶ କର ନାହିଁ; ହଁ, ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କର କ୍ଳେଶ ପ୍ରତି ତୁମ୍ଭେ ଅନାଅ ନାହିଁ, ଅଥବା ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କ ସମ୍ପତ୍ତିରେ ତୁମ୍ଭେମାନେ ହସ୍ତ ଦିଅ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

13 ଆମ୍ଭ ଲୋକମାନଙ୍କର ବିପତ୍ତି ଦିନରେ ସେମାନଙ୍କର ନଗର ଦ୍ୱାରରେ ପ୍ରବେଶ କର ନାହିଁ; ହଁ, ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କର କ୍ଳେଶ ପ୍ରତି ତୁମ୍ଭେ ଅନାଅ ନାହିଁ, ଅଥବା ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କ ସମ୍ପତ୍ତିରେ ତୁମ୍ଭେମାନେ ହସ୍ତ ଦିଅ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆମ୍ଭ ଲୋକମାନଙ୍କର ବିପତ୍ତି ଦିନରେ ସେମାନଙ୍କର ନଗର-ଦ୍ୱାରରେ ପ୍ରବେଶ କର ନାହିଁ; ହଁ, ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କର କ୍ଳେଶ ପ୍ରତି ତୁମ୍ଭେ ଅନାଅ ନାହିଁ, ଅଥବା ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କ ସମ୍ପତ୍ତିରେ ତୁମ୍ଭେମାନେ ହସ୍ତ ଦିଅ ନାହିଁ।

Viz kapitola kopírovat




ଓବଦୀୟ 1:13

Následuj nás:

Reklamy


Reklamy