Online Bible

- Reklamy -




ଓବଦୀୟ 1:14 - ପବିତ୍ର ବାଇବଲ

14 ତୁମ୍ଭେ ରାସ୍ତାର ଛକମାନଙ୍କରେ ଦଣ୍ଡାୟମାନ ହୋଇଥିଲ ଏବଂ ନିର୍ବାସିତମାନଙ୍କୁ ଧ୍ୱଂସ କରୁଥିଲ। ଜୀବନ ରକ୍ଷା ପାଇଁ ପଳାୟନ କରୁଥିବା ନିର୍ବାସିତମାନଙ୍କୁ ତୁମ୍ଭେ ସେମାନଙ୍କର ଅନୁଧାବନକାରୀମାନଙ୍କୁ ହସ୍ତଗତ କରିଦେଲ। ଯାହାକି ତୁମ୍ଭ ପକ୍ଷେ ଠିକ୍ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ତାହାର ପଳାତକମାନଙ୍କୁ ବଧ କରିବା ପାଇଁ ତୁମ୍ଭେ ଚୌମୁହାଣି ପଥରେ ଠିଆ ହୁଅ ନାହିଁ ଓ ସଂକଟ ଦିନରେ ତାହାର ଅବଶିଷ୍ଟ ଲୋକମାନଙ୍କୁ (ଶତ୍ରୁ ହସ୍ତରେ) ସମର୍ପଣ କର ନାହିଁ।

Viz kapitola kopírovat

ଓଡିଆ ବାଇବେଲ

14 ପୁଣି, ତାହାର ପଳାତକମାନଙ୍କୁ ବଧ କରିବା ପାଇଁ ତୁମ୍ଭେ ଚୌମୁହାଣି ପଥରେ ଠିଆ ହୁଅ ନାହିଁ ଓ ସଂକଟ ଦିନରେ ତାହାର ଅବଶିଷ୍ଟ ଲୋକମାନଙ୍କୁ (ଶତ୍ରୁ ହସ୍ତରେ) ସମର୍ପଣ କର ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ତାହାର ପଳାତକମାନଙ୍କୁ ବଧ କରିବା ପାଇଁ ତୁମ୍ଭେ ଚୌମୁହାଣି ପଥରେ ଠିଆ ହୁଅ ନାହିଁ ଓ ସଙ୍କଟ ଦିନରେ ତାହାର ଅବଶିଷ୍ଟ ଲୋକମାନଙ୍କୁ (ଶତ୍ରୁ ହସ୍ତରେ) ସମର୍ପଣ କର ନାହିଁ।

Viz kapitola kopírovat




ଓବଦୀୟ 1:14

Následuj nás:

Reklamy


Reklamy