ଓବଦୀୟ 1:15 - ପବିତ୍ର ବାଇବଲ15 ସବୁଦେଶ ପ୍ରତି ସଦାପ୍ରଭୁଙ୍କ ଦିନ ଆସି ଯାଉଛି। ତୁମ୍ଭେମାନେ ଯେଉଁସବୁ ମନ୍ଦକାର୍ଯ୍ୟ କରିଥିଲ, ତାହା ତୁମ୍ଭମାନଙ୍କ ପକ୍ଷରେ ଘଟିବ। ସେହି ଏକା ପ୍ରକାର ମନ୍ଦ ଜିନିଷ ତୁମ୍ଭମାନଙ୍କ ମୁଣ୍ତ ଉପରକୁ ଫେରି ଆସିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ। Viz kapitolaଓଡିଆ ବାଇବେଲ15 କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେହିପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେହିପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ। Viz kapitola |