ଓବଦୀୟ 1:18 - ପବିତ୍ର ବାଇବଲ18 ଯାକୁବଙ୍କ ପରିବାର ଅଗ୍ନି ସଦୃଶ ହେବ ଓ ଯୋଷେଫଙ୍କ ରାଜ୍ୟ ଅଗ୍ନିଶିଖା ସଦୃଶ ହେବ। କିନ୍ତୁ ଏଷୌଙ୍କ ରାଜ୍ୟ ପାଉଁଶ ହୋଇଯିବ, ଯିହୁଦାର ଲୋକେ ଇଦୋମଙ୍କୁ ଜାଳି ଦେବେ। ଯିହୁଦା ଲୋକେ ଇଦୋମଙ୍କୁ ଧ୍ୱଂସ କରି ଦେବେ। ତା'ପରେ ଏଷୌ ରାଜ୍ୟରେ କେହି ତିଷ୍ଠି ରହିବେ ନାହିଁ।” କାରଣ ସଦାପ୍ରଭୁ ପରମେଶ୍ୱର ଏହା କହିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି, ଯାକୁବ-ବଂଶ ଅଗ୍ନି ସ୍ଵରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ଵରୂପ ହେବେ, ଆଉ ଏଷୌ-ବଂଶ ନଡ଼ା ସ୍ଵରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ଵଳି ତାହା ଗ୍ରାସ କରିବେ; ତହିଁରେ ଏଷୌ-ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁଏହା କହିଅଛନ୍ତି। Viz kapitolaଓଡିଆ ବାଇବେଲ18 ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି। Viz kapitola |