ଓବଦୀୟ 1:19 - ପବିତ୍ର ବାଇବଲ19 ଦକ୍ଷିଣର ଲୋକେ ଏଷୌର ପର୍ବତ ଉପରେ ବଞ୍ଚି ରହିବେ। ପାହାଡ଼ର ପାଦ ଦେଶରେ ଥିବା ଲୋକେ ପଲେଷ୍ଟୀୟ ରାଜ୍ୟ ଦଖଲ କରିବେ। ସେହି ଲୋକମାନେ ଇଫ୍ରୟିମ ଓ ଶମରିୟାର ରାଜ୍ୟରେ ବାସ କରିବେ। ବିନ୍ୟାମୀନ ଗିଲିୟଦ ଅଧିକାର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ। Viz kapitolaଓଡିଆ ବାଇବେଲ19 ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ। Viz kapitola |