ଓବଦୀୟ 1:20 - ପବିତ୍ର ବାଇବଲ20 ଇସ୍ରାଏଲର ଲୋକମାନେ ସେମାନଙ୍କର ଗୃହ ପରିତ୍ୟାଗ କରିବାକୁ ବାଧ୍ୟ ହୋଇଥିଲେ। କିନ୍ତୁ ସେହି ଲୋକମାନେ ସାରିଫତ୍ର ବାଟରେ ଥିବା କନାନୀୟ ରାଜ୍ୟକୁ ଅଧିକାର କରିବେ। ଯିହୁଦାର ଲୋକମାନେ ଯିରୁଶାଲମ ଛାଡ଼ିବାକୁ ବାଧ୍ୟ ହୋଇଥିଲେ ଏବଂ ସଫାରଦରେ ବାସ କଲେ। କିନ୍ତୁ ସେମାନେ ଦକ୍ଷିଣର ନଗରଗୁଡ଼ିକୁ ଅଧିକାର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି, କନାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ ସନ୍ତାନଗଣର ଏହି ସୈନ୍ୟସାମ; ସାରିଫତ୍ ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ।ପ୍ର.ରା.୧୭:୯ Viz kapitolaଓଡିଆ ବାଇବେଲ20 ପୁଣି, କିଣାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ ସନ୍ତାନଗଣର ଏହି ସୈନ୍ୟସାମନ୍ତ ସାରିଫତ୍ ନଗର ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, କିଣାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ-ସନ୍ତାନଗଣର ଏହି ସୈନ୍ୟସାମନ୍ତ ସାରିଫତ୍ ନଗର ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ। Viz kapitola |