ଫିଲୀମନ 1:10 - ପବିତ୍ର ବାଇବଲ10 ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବେଦନ କରୁଛି। ମୁଁ ବନ୍ଦୀ ଗୃହରେ ଥିଲାବେଳେ ସେ ମୋର ସନ୍ତାନ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ମୋହର ଏପରି ବନ୍ଧନ ଅବସ୍ଥାରେ ମୋʼଠାରୁ ଜାତ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି : Viz kapitolaଓଡିଆ ବାଇବେଲ10 ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି: Viz kapitolaପବିତ୍ର ବାଇବଲ (CL) NT (BSI)10 ତଥାପି ମୁଁ ବିନୟ ପୂର୍ବକ ଏହା କହୁଛି। ଏହି ବନ୍ଦୀ ଅବସ୍ଥାରେ ମୁଁ ଯାହାଙ୍କୁ ଖ୍ରୀଷ୍ଟଙ୍କ ଯୋଗୁଁ ନିଜ ପୁତ୍ର ସ୍ୱରୂପେ ପାଇଛି, ସେହି ଅନୀସିମସ୍ ପାଇଁ ମୋର ଏହି ଅନୁରୋଧ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ଆତ୍ମିକ ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି: Viz kapitola |