ଫିଲୀମନ 1:14 - ପବିତ୍ର ବାଇବଲ14 କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଗ୍ଭରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛାରେ ହେଉ, ମୋର ବାଧ୍ୟ ବାଧକତାରେ ନ ହେଉ ବୋଲି ମୁଁ ଗ୍ଭହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବଳାତ୍କାରରେ କଲା ପରି ନ ହୋଇ ସ୍ଵଚ୍ଛନ୍ଦ ମନରେ ହେବ। Viz kapitolaଓଡିଆ ବାଇବେଲ14 କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲାପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଏ ବିଷୟରେ ମୋତେ ସାହାଯ୍ୟ କରିବା ପାଇଁ ତୁମକୁ ବାଧ୍ୟ କରିବି ନାହିଁ - ବରଂ ସ୍ୱେଚ୍ଛାରେ ତୁମେ ତାହା କରିପାର। ସେ ଯାହାହେଉ, ତୁମ ସମ୍ମତି ବିନା ମୁଁ କିଛି କରିବାକୁ ଚାହେଁ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲା ପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ। Viz kapitola |