ଫିଲୀମନ 1:15 - ପବିତ୍ର ବାଇବଲ15 ଅନୀସିମ କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପାରେ ଯଦ୍ଦ୍ୱାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହୋଇପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ହୋଇ ପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ଵରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍, ଜଣେ ପ୍ରିୟ ଭ୍ରାତା ସ୍ଵରୂପେ ଚିରକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା; Viz kapitolaଓଡିଆ ବାଇବେଲ15 କାରଣ ହୋଇ ପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ୱରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍, ଜଣେ ପ୍ରିୟ ଭ୍ରାତା ସ୍ୱରୂପେ ଅନନ୍ତକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା; Viz kapitolaପବିତ୍ର ବାଇବଲ (CL) NT (BSI)15 ହୁଏତ ଚିରଦିନ ତୁମର ହୋଇ ରହିବ ବୋଲି, ଅନୀସିମସ୍ କିଛି ଦିନ ତୁମକୁ ଛାଡ଼ି ଚାଲି ଯାଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ହୋଇପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ୱରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍, ଜଣେ ପ୍ରିୟ ଭ୍ରାତା ସ୍ୱରୂପେ ଅନନ୍ତକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା; Viz kapitola |