ଫିଲୀମନ 1:20 - ପବିତ୍ର ବାଇବଲ20 ତେଣୁ ହେ ମୋର ଭାଇ! ପ୍ରଭୁଙ୍କଠାରେ ତୁମ୍ଭେ ମୋ’ ପାଇଁ କିଛି ଆବଶ୍ୟକୀୟ ବିଷୟ କର ବୋଲି, ମୁଁ କୁହେ। ଖ୍ରୀଷ୍ଟଙ୍କଠାରେ ମୋ’ ହୃଦୟକୁ ଆଶ୍ୱାସନା ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ଵାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ଵାସ ଦିଅ। Viz kapitolaଓଡିଆ ବାଇବେଲ20 ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ । Viz kapitolaପବିତ୍ର ବାଇବଲ (CL) NT (BSI)20 ତେଣୁ ଭାଇ! ମୋ” ପରି ଜଣେ ଖ୍ରୀଷ୍ଟବିଶ୍ୱାସୀ ଭାଇକୁ ପ୍ରଭୁଙ୍କ ଲାଗି ଅନୁଗୃହୀତ କର - ଏହାଦ୍ୱାରା ମୁଁ ବିଶେଷ ଉତ୍ସାହିତ ହେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ। Viz kapitola |