ଫିଲୀମନ 1:7 - ପବିତ୍ର ବାଇବଲ7 ହେ ଭାଇ ପରମେଶ୍ୱରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ରେମଭାବ ଦେଖାଇଛ, ସେମାନଙ୍କୁ ତୁମ୍ଭେ ଖୁସୀ କରିଛ। ଏହା ମୋତେ ବହୁତ ଆନନ୍ଦ ଓ ଆଶ୍ୱାସନା ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 କାରଣ, ହେ ଭାଇ, ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ଵାରା ଆଶ୍ଵାସ ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି। Viz kapitolaଓଡିଆ ବାଇବେଲ7 କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି । Viz kapitolaପବିତ୍ର ବାଇବଲ (CL) NT (BSI)7 ପ୍ରିୟ ଭାଇ, ତୁମର ସ୍ନେହ ମୋତେ ଅଶେଷ ଆନନ୍ଦ ଦେଇଛି ଓ ଉତ୍ସାହିତ ମଧ୍ୟ କରିଛି; କାରଣ ତୁମେ ପ୍ରଭୁଙ୍କ ଲୋକମାନଙ୍କ ହୃଦୟରେ ଆନନ୍ଦ ଭରି ଦେଇଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି। Viz kapitola |