ଫିଲୀମନ 1:8 - ପବିତ୍ର ବାଇବଲ8 କେତେଗୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟରେ ଭାଇ ହିସାବରେ ସତ୍କାର୍ଯ୍ୟ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦେବାର ମୋର ଅଧିକାର ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅତଏବ ଯାହା ଉପଯୁକ୍ତ, ସେ ସମ୍ଵନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ଵରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି, Viz kapitolaଓଡିଆ ବାଇବେଲ8 ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି, Viz kapitolaପବିତ୍ର ବାଇବଲ (CL) NT (BSI)8 ଏଣୁ ତୁମର ଖ୍ରୀଷ୍ଟବିଶ୍ୱାସୀ ଭାଇ ସ୍ୱରୂପେ ତୁମର କର୍ତ୍ତବ୍ୟ ବିଷୟରେ ନିର୍ଦ୍ଦେଶ ଦେବାକୁ ମୋର ସାହସ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି, Viz kapitola |