ଫିଲିପୀୟ 1:14 - ପବିତ୍ର ବାଇବଲ14 ମୁଁ ଏବେ ମଧ୍ୟ ବନ୍ଦୀଘରେ ଅଛି କିନ୍ତୁ ଅଧିକାଂଶ ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନେ, ଅଧିକ ଉତ୍ସାହିତ ହୋଇ ସାହସ ପୂର୍ବକ ନିର୍ଭୟରେ ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ବାଣୀ ଶୁଣାଉଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ଵାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ଵରଙ୍କ ବାକ୍ୟ କହିବା ନିମନ୍ତେ ଅତ୍ୟୁତ୍ସୁକଭାବେ ସାହସୀ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ14 ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ୱରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ମୁଁ ବନ୍ଦୀ ହୋଇଥିବାରୁ ଅନେକ ଭାଇମାନଙ୍କର ପ୍ରଭୁଙ୍କ ପ୍ରତି ଅଧିକ ବିଶ୍ୱାସ ଜନ୍ମିଛି, ପୁଣି ଏହା ଫଳରେ ନିର୍ଭୀକମାନେ ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବାକୁ ସେମାନଙ୍କର ସାହସ ବୃଦ୍ଧି ପାଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି। Viz kapitola |