ଫିଲିପୀୟ 1:20 - ପବିତ୍ର ବାଇବଲ20 ମୋର ଦୃଢ଼ ଆଶା ଓ ଭରସା ଯେ ମୁଁ ଖ୍ରୀଷ୍ଟଙ୍କୁ କଦାପି ହରାଇବି ନାହିଁ। ବରଂ, ମୁଁ ନିଶ୍ଚିତ ଯେ ମୁଁ ସାହସୀ ହେବି ଏବଂ ମୁଁ ମୃତ ବା ଜୀବିତ ଥାଏ, ଖ୍ରୀଷ୍ଟଙ୍କ ମହାନତା ମୋ’ ଶରୀରରେ ପ୍ରକାଶିତ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏ ସମ୍ଵନ୍ଧରେ ମୋହର ଏକା; ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ଵିତ କରିବି। Viz kapitolaଓଡିଆ ବାଇବେଲ20 ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି । Viz kapitolaପବିତ୍ର ବାଇବଲ (CL) NT (BSI)20 ଜୀବନରେ ଅବା ମରଣରେ, ମୋର କର୍ତ୍ତବ୍ୟରେ ଅବହେଳା ନ କରି ସବୁ ସମୟରେ ଓ ବିଶେଷରେ ଏହି ଦୁର୍ଦ୍ଦିନରେ ସାହସିକ ହୋଇ ସମ୍ପୂର୍ଣ୍ଣଭାବେ ଯେପରି ମୁଁ ଖ୍ରୀଷ୍ଟଙ୍କୁ ଗୌରବାନ୍ୱିତ କରିବି, ଏହା ହିଁ ମୋର ଏକାନ୍ତ ଆଶା ଓ ଆକାଂକ୍ଷା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି। Viz kapitola |