ଫିଲିପୀୟ 2:8 - ପବିତ୍ର ବାଇବଲ8 ସେ ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଆଜ୍ଞକାରୀ ହୋଇ ନିଜକୁ ନମ୍ର କଲେ। ଏପରିକି କ୍ରୁଶରେ ମୃତ୍ୟୁ ପର୍ଯ୍ୟନ୍ତ ନିଜକୁ ବାଧ୍ୟ ଓ ନମ୍ର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। Viz kapitolaଓଡିଆ ବାଇବେଲ8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)8 ସେ ବିନୟୀ ଓ ନମ୍ର ହୋଇ ମୃତ୍ୟୁ ପର୍ଯ୍ୟନ୍ତ କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ - ଆଜ୍ଞାବହ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। Viz kapitola |