ହିତୋପଦେଶ 1:10 - ପବିତ୍ର ବାଇବଲ10 ହେ ମୋର ପୁତ୍ର, ପାପୀମାନେ ପାପକର୍ମ କରିବାକୁ ଭଲ ପାଆନ୍ତି ଏବଂ ସେହିପରି ଲୋକମାନେ ତୁମ୍ଭକୁ କୁକାର୍ଯ୍ୟ କରାଇବାକୁ ପ୍ରବର୍ତ୍ତାଇବେ। ସେମାନଙ୍କୁ ତୁମ୍ଭର ସମ୍ମତି ଦିଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ। Viz kapitolaଓଡିଆ ବାଇବେଲ10 ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ। Viz kapitola |