ହିତୋପଦେଶ 1:11 - ପବିତ୍ର ବାଇବଲ11 ସେହି ଲୋକମାନେ ତୁମ୍ଭକୁ କହିପାରନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ରକ୍ତପାତ କରିବାକୁ ଗ୍ଭହିଁ ବସୁ। ନିର୍ଦ୍ଦୋଷମାନଙ୍କୁ ବିନା କାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେମାନେ ଯେବେ କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ରକ୍ତପାତ କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ; Viz kapitolaଓଡିଆ ବାଇବେଲ11 ସେମାନେ ଯଦି କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେମାନେ ଯଦି କହନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ; Viz kapitola |