ହିତୋପଦେଶ 1:24 - ପବିତ୍ର ବାଇବଲ24 “କିନ୍ତୁ ତୁମ୍ଭେମାନେ ମୋର ଶିକ୍ଷା ଶୁଣିବାକୁ ନାସ୍ତି କଲ। ମୁଁ ତୁମ୍ଭକୁ ସାହାଯ୍ୟ କରିବାକୁ ଚେଷ୍ଟା କଲି। ମୁଁ ହାତ ବଢ଼ାଇଲି କିନ୍ତୁ ତୁମ୍ଭେମାନେ ମୋର ସାହାଯ୍ୟ ଗ୍ରହଣ କରିବାକୁ ମନାକଲ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଯେହେତୁ ମୁଁ ଡାକିଲି, ପୁଣି ତୁମ୍ଭେମାନେ ନାସ୍ତି କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ; Viz kapitolaଓଡିଆ ବାଇବେଲ24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ; Viz kapitola |