ହିତୋପଦେଶ 1:25 - ପବିତ୍ର ବାଇବଲ25 ତୁମ୍ଭେମାନେ ମୋର ସମସ୍ତ ବାକ୍ୟକୁ ହେୟ ଜ୍ଞାନ କଲ। ମୋର କୌଣସି ଅନୁଯୋଗକୁ ଗ୍ଭହିଁଲ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ମନ୍ତ୍ରଣା ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ; Viz kapitolaଓଡିଆ ବାଇବେଲ25 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ; Viz kapitola |