Online Bible

- Reklamy -




ହିତୋପଦେଶ 1:28 - ପବିତ୍ର ବାଇବଲ

28 “ଯେତେବେଳେ ଏହିସବୁ ଘଟିବ, ତୁମ୍ଭେମାନେ ମୋର ସାହାଯ୍ୟ ଲୋଡ଼ିବ। କିନ୍ତୁ ମୁଁ ତୁମ୍ଭକୁ ସାହାଯ୍ୟ କରିବି ନାହିଁ। ତୁମ୍ଭେମାନେ ମୋତେ ଖୋଜିବ। କିନ୍ତୁ ତୁମ୍ଭେମାନେ ମୋତେ ପାଇବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯନିରେ ମୋହର ଅନ୍ଵେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।

Viz kapitola kopírovat




ହିତୋପଦେଶ 1:28

Následuj nás:

Reklamy


Reklamy