ହିତୋପଦେଶ 1:32 - ପବିତ୍ର ବାଇବଲ32 “କିନ୍ତୁ ଯେକେହି ମୋର କଥା ଶୁଣିବ, ସେ ସୁରକ୍ଷାରେ ପ୍ରବେଶ କରିବ। ତାହାର କେବେହେଲେ କୌଣସି ଦୁର୍ଭାଗ୍ୟ ନ ଥିବ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ। Viz kapitolaଓଡିଆ ବାଇବେଲ32 ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ହଁ, ନିର୍ବୋଧମାନଙ୍କର ବିପଥଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ। Viz kapitola |