ହିତୋପଦେଶ 10:21 - ପବିତ୍ର ବାଇବଲ21 ଧାର୍ମିକର ଓଷ୍ଠାଧର, ଅନେକଙ୍କୁ ପ୍ରତିପାଳନ କରେ। ମାତ୍ର ଅଜ୍ଞାନୀମାନେ ନିର୍ବୋଧତା କାରଣରୁ ମୃତ୍ୟୁବରଣ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ହେତୁରୁ ମରନ୍ତି। Viz kapitolaଓଡିଆ ବାଇବେଲ21 ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି। Viz kapitola |