ହିତୋପଦେଶ 10:29 - ପବିତ୍ର ବାଇବଲ29 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସୁରକ୍ଷା କରନ୍ତି, ମାତ୍ର କୁକର୍ମକାରୀମାନଙ୍କୁ ସେ ବିନାଶ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)29 ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ। Viz kapitolaଓଡିଆ ବାଇବେଲ29 ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ। Viz kapitola |