ହିତୋପଦେଶ 11:13 - ପବିତ୍ର ବାଇବଲ13 କାରଣ କୁତ୍ସାରଟନାକାରୀ ଯେଉଁଆଡ଼େ ସେ ଯାଏ ବିଶ୍ୱାସରେ ବିଶ୍ୱାସଘାତକତା କରେ। କିନ୍ତୁ ଜଣେ ବିଶ୍ୱସନୀୟ ଲୋକ ଗୁପ୍ତକଥା ଲୁଗ୍ଭଇ ରଖେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ଵସ୍ତ ମନ, ସେ କଥା ଢାଙ୍କେ। Viz kapitolaଓଡିଆ ବାଇବେଲ13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ। Viz kapitola |