ହିତୋପଦେଶ 11:8 - ପବିତ୍ର ବାଇବଲ8 ଜଣେ ଧାର୍ମିକ ମନୁଷ୍ୟ ସମସ୍ୟାରୁ ରକ୍ଷା ପାଏ ଏବଂ ତା ବଦଳରେ ଏହା ଦୁଷ୍ଟ ମନୁଷ୍ୟ ଉପରକୁ ଆସେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି ଦୁଷ୍ଟ ତାହା ବଦଳେ ତହିଁକି ଆସେ। Viz kapitolaଓଡିଆ ବାଇବେଲ8 ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁୁ ଆସେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ। Viz kapitola |