ହିତୋପଦେଶ 12:1 - ପବିତ୍ର ବାଇବଲ1 ଯଦି ଜଣେ ଜ୍ଞାନୀ ହେବାକୁ ଗ୍ଭହେଁ, ସେ ତା'ର ଭୁଲକୁ ଠିକ୍ କରିବାକୁ ଭଲ ପାଏ। ଯେଉଁ ଲୋକ ଅନୁଯୋଗ ଘୃଣା କରେ ସେ ମୂର୍ଖ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯେଉଁ ଲୋକ ଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ। Viz kapitolaଓଡିଆ ବାଇବେଲ1 ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ। Viz kapitola |