ହିତୋପଦେଶ 12:10 - ପବିତ୍ର ବାଇବଲ10 ଧାର୍ମିକ ଲୋକମାନେ ଆପଣା ପଶୁର ଦରକାରକୁ ଅତି ଯତ୍ନ ସହକାରେ କରନ୍ତି, ମାତ୍ର ଦୁଷ୍ଟ ଲୋକମାନେ ନିର୍ଦ୍ଦୟ ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର। Viz kapitolaଓଡିଆ ବାଇବେଲ10 ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର। Viz kapitola |