ହିତୋପଦେଶ 12:11 - ପବିତ୍ର ବାଇବଲ11 ଯେଉଁ ଲୋକ ଆପଣା ଭୂମି ଚଷେ, ସେ ଯଥେଷ୍ଟ ଆହାର ପାଇବ। ମାତ୍ର ଯେ ବୃଥା ଅଭିମାନରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଯେ ଆପଣା ଭୂମି ଚଷେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ। Viz kapitolaଓଡିଆ ବାଇବେଲ11 ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ। Viz kapitola |