ହିତୋପଦେଶ 12:18 - ପବିତ୍ର ବାଇବଲ18 ଯେଉଁ ଲୋକମାନେ କୌଣସି ଚିନ୍ତା ନ କରି କହନ୍ତି, ସେମାନଙ୍କର ଶବ୍ଦଗୁଡ଼ିକ ଦ୍ୱିଶାଣିତ ଖଡ଼୍ଗ ପରି ଆଘାତ କରେ। ମାତ୍ର ଜ୍ଞାନୀ ଲୋକର କଥା ଉପଶମ ଆଣେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 କାହାର କାହାର ବାଚାଳତା ଖଡ଼୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ଵା ସ୍ଵାସ୍ଥ୍ୟଜନକ। Viz kapitolaଓଡିଆ ବାଇବେଲ18 କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ। Viz kapitola |