ହିତୋପଦେଶ 12:7 - ପବିତ୍ର ବାଇବଲ7 ଦୁଷ୍ଟମାନେ ସମ୍ପୂର୍ଣ୍ଣ ଭାବେ ବିନାଶ ହୁଅନ୍ତି। ସେମାନଙ୍କ ସତ୍ତା ଲୋପ ପାଏ। ମାତ୍ର ଧାର୍ମିକମାନେ ମରିଗଲେ ମଧ୍ୟ ସେମାନେ ସ୍ମୃତିରେ ହିଁ ରହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ। Viz kapitolaଓଡିଆ ବାଇବେଲ7 ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ। Viz kapitola |