ହିତୋପଦେଶ 13:11 - ପବିତ୍ର ବାଇବଲ11 ଅସତ୍ୟ ଉପାୟରେ ଅର୍ଜିଥିବା ଧନ ଧ୍ୱଂସ ପାଇବ, ମାତ୍ର ସତ୍ୟ ଅର୍ଜିତ ଧନ ବୃଦ୍ଧି ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ। Viz kapitolaଓଡିଆ ବାଇବେଲ11 ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ। Viz kapitola |