ହିତୋପଦେଶ 13:2 - ପବିତ୍ର ବାଇବଲ2 ଉତ୍ତମ ଲୋକମାନେ ସେମାନଙ୍କର ଶବ୍ଦଗୁଡ଼ିକର ଉତ୍ତମ ଫଳ ଭୋଗ କରନ୍ତି, ମାତ୍ର ବିଶ୍ୱାସଘାତକ ଲୋକମାନେ ହିଂସାରୁ ଭୋଗ କରୋ Viz kapitolaପବିତ୍ର ବାଇବଲ (Re-edited) - (BSI)2 ମନୁଷ୍ୟ ଆପଣା ମୁଖର ଫଳ ଦ୍ଵାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ଵାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ। Viz kapitolaଓଡିଆ ବାଇବେଲ2 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ। Viz kapitola |