ହିତୋପଦେଶ 14:14 - ପବିତ୍ର ବାଇବଲ14 ଦୁଷ୍ଟ ଲୋକମାନେ ତାଙ୍କର କର୍ମଫଳ ଅନୁସାରେ ଦଣ୍ଡ ଭୋଗ କରିବେ, ମାତ୍ର ଧାର୍ମିକ ଲୋକେ ତାଙ୍କର ଉତ୍ତମ କାର୍ଯ୍ୟ ପାଇଁ ପୁରସ୍କୃତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର (ଫଳରେ) ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ। Viz kapitolaଓଡିଆ ବାଇବେଲ14 ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ। Viz kapitola |