ହିତୋପଦେଶ 14:16 - ପବିତ୍ର ବାଇବଲ16 ଜ୍ଞାନୀ ଲୋକମାନେ ସଦାପ୍ରଭୁଙ୍କୁ ସମ୍ମାନ କରନ୍ତି ଏବଂ କୁକର୍ମକୁ ଘୃଣା କରନ୍ତି। ମାତ୍ର ଅଧାର୍ମିକମାନେ ଦାମ୍ଭିକଭାବ ବହି ଦୁଃସାହସୀ ହୁଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଜ୍ଞାନୀ ଲୋକ ଭୟ କରେ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ। Viz kapitolaଓଡିଆ ବାଇବେଲ16 ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ିଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ। Viz kapitola |