ହିତୋପଦେଶ 14:22 - ପବିତ୍ର ବାଇବଲ22 ଯେଉଁମାନେ ଅନ୍ୟର ଅନିଷ୍ଟ ଚିନ୍ତା କରନ୍ତି, ସେମାନେ ପଥଭ୍ରଷ୍ଟ ହୁଅନ୍ତି। କିନ୍ତୁ ଯେଉଁମାନେ ଅନ୍ୟର ଭଲ ଚିନ୍ତା କରନ୍ତି ସେଠାରେ ସତ୍ୟ ଓ ଦୟା ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅନିଷ୍ଟଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ। Viz kapitolaଓଡିଆ ବାଇବେଲ22 ଅନିଷ୍ଟ ଚିନ୍ତାକାରୀଗଣ କ’ଣ ଭ୍ରାନ୍ତ ହୁଅନ୍ତି ନାହିଁ ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଅନିଷ୍ଟ ଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ। Viz kapitola |