ହିତୋପଦେଶ 14:28 - ପବିତ୍ର ବାଇବଲ28 ଅଧିକ ଜନସଂଖ୍ୟା ରାଜାଙ୍କର ଗୌରବ ଅଟେ। ପ୍ରଜାମାନଙ୍କର ଅଭାବ ରାଜାଙ୍କର ବିନାଶ ଆଣେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ। Viz kapitolaଓଡିଆ ବାଇବେଲ28 ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ। Viz kapitola |