ହିତୋପଦେଶ 14:31 - ପବିତ୍ର ବାଇବଲ31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା'ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ଯିଏ ଦରିଦ୍ରକୁ ଦୟାକରେ, ସେ ତା'ର ନିର୍ମାଣ କର୍ତ୍ତା ସମ୍ମାନ ବ୍ୟକ୍ତି ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ। Viz kapitolaଓଡିଆ ବାଇବେଲ31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ। Viz kapitola |