ହିତୋପଦେଶ 14:7 - ପବିତ୍ର ବାଇବଲ7 ମୂର୍ଖ ଲୋକର ବନ୍ଧୁ ହୁଅ ନାହିଁ, ତା'ଠାରୁ ଶିକ୍ଷା ପାଇବାକୁ କିଛି ନ ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ। Viz kapitolaଓଡିଆ ବାଇବେଲ7 ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ। Viz kapitola |