Online Bible

- Reklamy -




ହିତୋପଦେଶ 14:8 - ପବିତ୍ର ବାଇବଲ

8 ଚତୁର ଲୋକମାନେ ଜ୍ଞାନୀ, କାରଣ ସେମାନେ ଯେପରି ଭାବରେ ରହନ୍ତି, ସେପରି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସେହି କଥା ଭାବନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତାମାତ୍ର।

Viz kapitola kopírovat

ଓଡିଆ ବାଇବେଲ

8 ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।

Viz kapitola kopírovat




ହିତୋପଦେଶ 14:8

Následuj nás:

Reklamy


Reklamy