ହିତୋପଦେଶ 15:5 - ପବିତ୍ର ବାଇବଲ5 ଅଜ୍ଞାନ ଆପଣା ପିତାର ଶାସନକୁ ଅବହେଳା କରେ, ମାତ୍ର ବିଜ୍ଞୋଚିତ ବ୍ୟକ୍ତି ଭର୍ତ୍ସନାକୁ ଆଦର ସହ ଗ୍ରହଣ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ। Viz kapitolaଓଡିଆ ବାଇବେଲ5 ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ। Viz kapitola |