ହିତୋପଦେଶ 15:8 - ପବିତ୍ର ବାଇବଲ8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣା ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର। Viz kapitolaଓଡିଆ ବାଇବେଲ8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର। Viz kapitola |