ହିତୋପଦେଶ 16:30 - ପବିତ୍ର ବାଇବଲ30 ଯେଉଁ ଲୋକ ଆପଣା ଆଖି ମିଞ୍ଜି ମିଞ୍ଜି କରେ, ସେ କୁଟିଳ ବିଷୟ କଳ୍ପନା କରେ, ଏବଂ ଯେ ଆପଣା ଓଷ୍ଠ ଜାବୁଡ଼ି ଧରେ, ମନ୍ଦକର୍ମ ସିଦ୍ଧ କରୁଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦକର୍ମ ସିଦ୍ଧ କରେ। Viz kapitolaଓଡିଆ ବାଇବେଲ30 ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦକର୍ମ ସିଦ୍ଧ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦ କର୍ମ ସିଦ୍ଧ କରେ। Viz kapitola |