ହିତୋପଦେଶ 17:9 - ପବିତ୍ର ବାଇବଲ9 ଯଦି ତୁମ୍ଭେ ଦୋଷୀକୁ କ୍ଷମା କର, ତେବେ ସେ ତୁମ୍ଭର ବନ୍ଧୁ ହେବ। ମାତ୍ର ତା'ର ଦୋଷକୁ ଯେବେ ତୁମ୍ଭେ ମନେ ପକାଇବ, ତେବେ ତୁମ୍ଭର ବନ୍ଧୁତ୍ୱ ନଷ୍ଟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଯେ ଅଧର୍ମ ଢାଙ୍କେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ। Viz kapitolaଓଡିଆ ବାଇବେଲ9 ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ। Viz kapitola |