ହିତୋପଦେଶ 18:10 - ପବିତ୍ର ବାଇବଲ10 ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସେଠାକୁ ଯାଇ ରକ୍ଷା ପାଆନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକି ପଳାଇ ରକ୍ଷା ପାଏ। Viz kapitolaଓଡିଆ ବାଇବେଲ10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ। Viz kapitola |