ହିତୋପଦେଶ 19:26 - ପବିତ୍ର ବାଇବଲ26 ଯେଉଁ ପୁତ୍ର ଆପଣା ପିତାର ଧନ ଗ୍ଭେରି କରେ ଏବଂ ଆପଣା ମାତାକୁ ତଡ଼ି ଦିଏ, ସେ ଗୋଟିଏ ଲଜ୍ଜାକର ଓ ଅପମାନ ଜନକ ପୁତ୍ର ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନ-ଜନକ। Viz kapitolaଓଡିଆ ବାଇବେଲ26 ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ। Viz kapitola |