ହିତୋପଦେଶ 19:28 - ପବିତ୍ର ବାଇବଲ28 ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଗ୍ଭରକୁ ନିନ୍ଦା କରେ ଏବଂ ଦୁଷ୍ଟ ଲୋକର ମୁଖମଣ୍ଡଳ ଅନିଷ୍ଟରେ ପରିପୂର୍ଣ୍ଣ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ପାଷାଣ୍ତ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ। Viz kapitolaଓଡିଆ ବାଇବେଲ28 ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ। Viz kapitola |