ହିତୋପଦେଶ 19:3 - ପବିତ୍ର ବାଇବଲ3 ମନୁଷ୍ୟର ଅଜ୍ଞାନତା ନିଜର ଜୀବନକୁ ଧ୍ୱଂସ କରେ। କିନ୍ତୁ ତା'ପରେ ସେ ସଦାପ୍ରଭୁଙ୍କୁ ବଦନାମ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ। Viz kapitolaଓଡିଆ ବାଇବେଲ3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ। Viz kapitola |